ସଦଭାବନା ଦିବସ

ରମେଶ ମହାନ୍ତି ଜଗତସିଂହପୁର: ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ସଭାଗୃହ ଠାରେ ଅତିରିକ୍ତ ଜିଲ୍ଲାପାଳ ସଚ୍ଚିଦାନନ୍ଦ ସାହୁଙ୍କ ଅଧ୍ୟକ୍ଷତାରେ ସଦଭାବନା ଦିବସ ପାଳିତ ହୋଇଯାଇଛି। ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ…