ସପ୍ତାହବ୍ୟାପୀ କାର୍ଯ୍ୟକ୍ରମ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମ୍ ଠାରେ ଦେଶର ଆକାଂକ୍ଷୀ ବ୍ଲକମାନଙ୍କ ପାଇଁ ‘ସଂକଳ୍ପ ସପ୍ତାହ’ ନାମକ ଏକ ଅନନ୍ୟ କାର୍ଯ୍ୟକ୍ରମର ଶୁଭାରମ୍ଭ…