ବିଶେଷ ଖବର ପ୍ରାଣୀସମ୍ପଦ ଓ ଦୁଗ୍ଧ ଉତ୍ପାଦନ ମନ୍ତ୍ରଣାଳୟର ୯ ବର୍ଷର ସଫଳତା ବିବରଣୀ ଦେଲେ କେନ୍ଦ୍ର ମନ୍ତ୍ରୀ ନୂଆଦିଲ୍ଲୀ: ଭାରତ ନିକଟରେ ପ୍ରାଣୀ ସମ୍ପଦ ଏବଂ କୁକ୍କୁଟ ପାଳନର ବିଶାଳ ସମ୍ପଦ ରହିଛି ଯାହା ଗ୍ରାମୀଣ ଜନସାଧାରଣଙ୍କ ସାମାଜିକ-ଆର୍ଥିକ ସ୍ଥିତିକୁ ଉନ୍ନତ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା…