ଆଜିର ଖବର ଏସ୍.ସି ତାଲିକାରୁ ସବର୍ଣ୍ଣ କେଉଟ, କୈବର୍ତ୍ତ, ଧୀବର ଜାତିଙ୍କୁ ବାଦ୍ ଦାବି ଭୁବନେଶ୍ୱର: ଅସ୍ପୃଶ୍ୟ ଦଳିତ ସଂରକ୍ଷଣ ସୁରକ୍ଷା ସମିତିର ବାର୍ଷିକ ସମ୍ମିଳନୀ ଭୁବନେଶ୍ୱରସ୍ଥିତ ଲୋହିଆ ଏକାଡ଼େମୀଠାରେ ଅଲେଖ ଚନ୍ଦ୍ର ମଲ୍ଲିକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଅସ୍ପୃଶ୍ୟତା, ଅନଗ୍ରସରତା ଓ…