ଆଜିର ଖବର ଏନଆଇଟି ରାଉରକେଲା ପକ୍ଷରୁ ସବୁଜ ଇନ୍ଧନ ପ୍ରଦର୍ଶନୀ ଓ ସ୍ୱଚ୍ଛତା ଅଭିଯାନ ଆୟୋଜିତ ଭୁବନେଶ୍ୱର/ରାଉରକେଲା: ଆସନ୍ତା ୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଥିବା ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀ ବୈଠକ ପୂର୍ବରୁ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଏନଆଇଟି ରାଉରକେଲା…