Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ୫୫୯ ଦିନ ପରେ ଦେଶରେ ଚିହ୍ନଟ ହେଲେ ସବୁଠୁ କମ ଆକ୍ରାନ୍ତ

ଦିଲ୍ଲୀ: ଆଜି ଦେଶରୁ ୭ ହଜାର ୯୯୨ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୫୫୯ ଦିନ ପରେ ଦେଶରେ ଚିହ୍ନଟ ହେଲେ ସବୁଠୁ କମ ଆକ୍ରାନ୍ତ ହୋଇଛନ୍ତି। ସେହିଭଳି ଗତ ୨୪ ଘଣ୍ଟାରେ ୩୯୩ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୬ ଲକ୍ଷ ୮୨ ହଜାର ୭୩୬ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୭୫ ହଜାର ୧୨୮ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୪୧ ଲକ୍ଷ ୧୪ ହଜାର ୩୩୧ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୯୩ ହଜାର ୨୭୭ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ୫୫୧ ଦିନ ପରେ ଆଜି ସବୁଠୁ କମ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଆଜି ଦେଶରୁ ୫୫୧ ଦିନ ପରେ ସବୁଠୁ କମ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟାରେ ଦେଶରେ ୬ ହଜାର ୯୯୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗତ ୨୪ ଘଣ୍ଟାରେ ୧୯୦ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୫ ଲକ୍ଷ ୮୭ ହଜାର ୮୨୧ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୬୮ ହଜାର ୯୮୦ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୪୦ ଲକ୍ଷ ୧୮ ହଜାର ୨୨୯ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୫୪୩ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ୫୪୩ ଦିନ ପରେ ଦେଶରେ ଚିହ୍ନଟ ହେଲେ ସବୁଠୁ କମ ଆକ୍ରାନ୍ତ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୭ ହଜାର ୫୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାହା ୫୪୩ ଦିନ ପରେ ଦେଶରେ ସବୁଠୁ କମ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଲାଇ ଗତ ୨୪ ଘଣ୍ଟାରେ ୨୩୬ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୫ ଲକ୍ଷ ୨୬ ହଜାର ୪୮୦ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୬୬ ହଜାର ୧୪୭ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୯ ଲକ୍ଷ ୪୬ ହଜାର ୭୪୯ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୧୩ ହଜାର ୫୮୪ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ୫୩୮ ଦିନ ପରେ ଦେଶରେ ଚିହ୍ନଟ ହେଲେ ସବୁଠୁ କମ ଆକ୍ରାନ୍ତ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୮ ହଜାର ୪୮୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାହା ୫୩୮ ଦିନ ପରେ ଦେଶରେ ସବୁଠୁ କମ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଲାଇ ଗତ ୨୪ ଘଣ୍ଟାରେ ୨୪୯ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୫ ଲକ୍ଷ ୧୮ ହଜାର ୯୦୧ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୬୫ ହଜାର ୯୧୧ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୯ ଲକ୍ଷ ୩୪ ହଜାର ୫୪୭ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୧୮ ହଜାର ୪୩୩ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ୧୩୨ ଦିନ ପରେ ଦେଶରେ ଚିହ୍ନଟ ହେଲେ ସବୁଠୁ କମ ଆକ୍ରାନ୍ତ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୨୯ ହଜାର ୬୮୯ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୪୧୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୧୪ ଲକ୍ଷ ୪୭ ହଜାର ୫୫୮ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୨୧ ହଜାର ୩୮୨ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୬ ଲକ୍ଷ ୨୧ ହଜାର ୪୬୯ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୩ ଲକ୍ଷ ୯୮ ହଜାର ୧୦୦ ଆକ୍ଟିଭ୍‌ କେସ୍ ରହିଛି।