ବିଶେଷ ଖବର ସେପ୍ଟେମ୍ବର ୭ ରେ ପଶ୍ଚିମ କ୍ଷେତ୍ରୀୟ ପରିଷଦର ୨୮ତମ ବୈଠକରେ ଅଧ୍ୟକ୍ଷତା କରିବେ ଗୃହମନ୍ତ୍ରୀ ନୂଆଦିଲ୍ଲୀ: କେନ୍ଦ୍ର ଗୃହ କତଥା ସମବାୟ ମନ୍ତ୍ରୀ ଅମିତ ଶାହ ସୋମବାର, ସେପ୍ଟେମ୍ବରରେ ଗୋଆର ରାଜଧାନୀ ପାଣାଜୀରେ ପଶ୍ଚିମ କ୍ଷେତ୍ରୀୟ ପରିଷଦର ୨୮ତମ ବୈଠକରେ ଅଧ୍ୟକ୍ଷତା କରିବେ।…