ଆଜିର ଖବର ବିହାର: ନୀତୀଶ ସରକାରଙ୍କ ଠାରୁ ସମର୍ଥନ ପ୍ରତ୍ୟାହାର କଲା ଜିତନ ରାମ ମାଞ୍ଝିଙ୍କ ପାର୍ଟି ପାଟନା: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଜିତନ ରାମ ମାଞ୍ଝିଙ୍କ ଦଳ ହିନ୍ଦୁସ୍ତାନୀ ଆୱାମ ମୋର୍ଚ୍ଚା ସୋମବାର ଦିନ ନୀତୀଶ କୁମାର ସରକାରଙ୍କୁ ସମର୍ଥନ ପ୍ରତ୍ୟାହାର କରିନେଇଛି। ଏବଂ…