ଜାତୀୟ ଖବର ଦୀର୍ଘ ଦିନର ଅସୁସ୍ଥତା ପରେ ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବଙ୍କ ଦେହାନ୍ତ ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବଙ୍କ ଗୁରୁଗ୍ରାମର ମେଦାନ୍ତା ହସ୍ପିଟାଲରେ ଆଜି ଦେହାନ୍ତ ହୋଇଯାଇଛି। ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା…