ଆଞ୍ଚଳିକ ବାଣପୁରର ଜଣେ ଦୃଷ୍ଟିହୀନ ବ୍ୟକ୍ତିଙ୍କୁ ସହାୟତାର ହାତ ବଢ଼ାଇଲା ‘ସମାଜର ଦର୍ପଣ ହେଲ୍ପ ଗ୍ରୁପ’ ସୀତାରାମ ଅଗ୍ରୱାଲ ବାଣପୁର: ଆଜି ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଣପୁର ବ୍ଲକର ଖୁଣ୍ଟୁପଲ୍ଲି ଗ୍ରାମରେ ଜଣେ ଦୃଷ୍ଟିହୀନ ଅସହାୟ ବ୍ୟକ୍ତିଙ୍କୁ ସହାୟତାର ହାତ ବଢ଼ାଇଛି ଓଡ଼ିଶାର ଅଗ୍ରଣୀ ସ୍ଵେଚ୍ଛାସେବୀ…