ବିଶେଷ ଖବର ମୁଖ୍ୟମନ୍ତ୍ରୀ ଦିଲ୍ଲୀରୁ ଫେରିଲେ ମନ୍ତ୍ରୀମଣ୍ଡଳରେ ଅଦଳବଦଳ, ଇସ୍ତଫା ଦେଲେ ବାଚସ୍ପତି ସହ ଦୁଇ ମନ୍ତ୍ରୀ ଭୁବନେଶ୍ବର: ଆଜି ହଠାତ ଓଡିଶା ରାଜନୀତିରେ ସୃଷ୍ଟି ହୋଇଛି ହଲଚଲ। ପ୍ରଥମେ ବାଚସ୍ପତି ପଦରୁ ବିକ୍ରମ ଆରୁଖ ଇସ୍ତଫା ଦେବା ପରେ ଦୁଇଜଣ ମନ୍ତ୍ରୀ ଇସ୍ତଫା ଦେଇଛନ୍ତି।…