ବିଶେଷ ଖବର ଅଭିଜିତ ମଜୁମଦାରଙ୍କ ଆଶୁ ଆରୋଗ୍ୟ କାମନା କରି ସମୂହ ଦୀପ ଦାନ କଲେ ଓଲିଉଡ଼ ପରିବାର ଭୁବନେଶ୍ବର: ଅଭିଜିତ ମଜୁମଦାର, ଓଡିଆ ସଙ୍ଗୀତ ଜଗତର ମେଲୋଡି କିଙ୍ଗ ଓ ମନୋରଂଜନ ଦୁନିଆର ଲୋକପ୍ରିୟ ସଂଗୀତ ନିର୍ଦ୍ଦେଶକ । ସଙ୍ଗୀତରେ ଶ୍ରୋତାଙ୍କୁ ବାନ୍ଧି ରଖିବାର କଳା…