ଆଜିର ଖବର ଅନୁଗୋଳ ଏନଏଚ୍-୫୩ ପାଇଁ ୧୭୪ କୋଟି ମଞ୍ଜୁର: କେନ୍ଦ୍ର ମନ୍ତ୍ରୀ ଭୁବନେଶ୍ୱର: ଅନୁଗୋଳ ଜିଲ୍ଲା ଜାତୀୟ ରାଜପଥ -୫୩କୁ ସମ୍ପ୍ରସାରଣ କରିବା ସହ ଏହାକୁ ଦୁଇ ଲେନ୍ ବିଶିଷ୍ଟ କରିବା ପାଇଁ ୧୭୪.୨୧୫ କୋଟି ଟଙ୍କା ମଞ୍ଜୁର କରାଯାଇଛି ବୋଲି…