ରାଜ୍ୟ ଖବର ସମ୍ବଲପୁରରେ ଅତ୍ୟାଧୁନିକ ଟ୍ରମା କେୟାର ସେଣ୍ଟର ଏବଂ OPD ବିଲ୍ଡିଙ୍ଗର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ତାଙ୍କ ଦୁଇଦିନିଆ ସମ୍ବଲପୁର ଗସ୍ତ ଅବସରରେ ଆଜି ସମ୍ବଲପୁର ଜିଲ୍ଲା ସଦର ମହକୁମା ଡାକ୍ତରଖାନାରେ ନୂତନ ଭାବେ ନିର୍ମିତ…