ସମ୍ବଲପୁର ନିର୍ବାଚନ

ଭୁବନେଶ୍ବର: ଆଜି ବିଜେଡି ଛାଡିଛନ୍ତି ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ବରୀ ପାଣିଗ୍ରାହୀ। ସେ ଆଜି ଦଳର ସଭାପତି ନବୀନ ପଟ୍ଟନାୟକଙ୍କୁ ତାଙ୍କର ଇସ୍ତଫା ପତ୍ର ପଠାଇ ଦେଇଛନ୍ତି।…