ଆଜିର ଖବର ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ସମ୍ବଲପୁର-ବଲାଙ୍ଗୀର ସେକ୍ସନ ନିରୀକ୍ଷଣ ସମ୍ବଲପୁର: ପୂର୍ବତଟ ରେଳପଥ ମହାପ୍ରବନ୍ଧକ ପରମେଶ୍ବର ଫୁଙ୍କୱାଲ ଆଜି ସମ୍ବଲପୁର-ବଲାଙ୍ଗୀର ସେକ୍ସନକୁ ବିସ୍ତୃତ ଭାବେ ନିରୀକ୍ଷଣ କରିଛନ୍ତି। ଏହି ନିରୀକ୍ଷଣ ସମୟରେ ରେଳ ସେକ୍ସନର ବିଭିନ୍ନ ଷ୍ଟେସନରେ…