ବିଶେଷ ଖବର ସମ୍ବିଧାନର ମୂଲ୍ୟବୋଧ ରକ୍ଷା ସହ ଆର୍ଥିକ ଅଭିବୃଦ୍ଧି ହିଁ ଗଣତନ୍ତ୍ରର ସଫଳତା: ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର: ଭାରତୀୟ ସମ୍ବିଧାନର ମୂଳ ମୂଲ୍ୟବୋଧକୁ ଅକ୍ଷୁର୍ଣ୍ଣ ରଖିବା ଏବଂ ଗଣତାନ୍ତ୍ରିକ ଅନୁଷ୍ଠାନଗୁଡ଼ିକର ବିଶ୍ୱସନୀୟତା ବଜାୟ ରଖିବା ପ୍ରତ୍ୟେକ ନାଗରିକଙ୍କ ସର୍ବୋଚ୍ଚ କର୍ତ୍ତବ୍ୟ ବୋଲି ମୁଖ୍ୟମନ୍ତ୍ରୀ ମୋହନ…