ଆଜିର ଖବର ପାକିସ୍ତାନର ଯୁଦ୍ଧ ବିମାନକୁ ନଷ୍ଟ କରିଥିବା ଅଭିନନ୍ଦନ ବର୍ଦ୍ଧମାନଙ୍କୁ ମିଳିଲା ସମ୍ମାନଜନକ ବୀର ଚକ୍ର ନୂଆଦିଲ୍ଲୀ: ରାଷ୍ଟ୍ରପତି ରାମ ନାଥ କୋବିନ୍ଦଙ୍କ ଦ୍ଵାରା ଆଜି ବାୟୁସେନା ପାଇଲଟ ଗ୍ରୁପ କ୍ୟାପଟେନ ଅଭିନନ୍ଦନ ବର୍ଦ୍ଧମାନଙ୍କୁ ସମ୍ମାନଜନକ ବୀର ଚକ୍ର ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ ଯେ,…