ବିଶେଷ ଖବର ରାଜ୍ୟ କ୍ୟାବିନେଟରେ କୁଇ ଭାଷାକୁ ସମ୍ୱିଧାନର ୮ମ ଅନୁଚ୍ଛେଦରେ ଅନ୍ତର୍ଭୁକ୍ତ ପ୍ରସ୍ତାବକୁ ସୁପାରିଶ ଭୁବନେଶ୍ଵର: କୁଇ ଭାଷାକୁ ସମ୍ୱିଧାନର ୮ମ ଅନୁଚ୍ଛେଦରେ ଅନ୍ତର୍ଭୁକ୍ତ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ ଦ୍ୱାରା ସୁପାରିଶ କରାଯାଇ ଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସମଗ୍ର ଓଡ଼ିଶାର କୁଇ(କନ୍ଧ)…