ଆଜିର ଖବର ମୋହନ ସରକାରଙ୍କ ବର୍ଷପୂର୍ତ୍ତିକୁ ତୀର ମାରିଲା କଂଗ୍ରେସ, ଜାରୀ କଲା 23 ଟି ପ୍ରତାରଣା ତାଲିକା ଭୁବନେଶ୍ବର: ଗୋଟିଏ ପଟେ ରାଜ୍ୟ ସରକାର ନିଜର ବର୍ଷପୂର୍ତ୍ତି ପାଳନ କରୁଥିବା ବେଳେ ଅନ୍ୟପଟେ କଂଗ୍ରେସ ତାହାକୁ ତୀର ମାରିଛି। ସରକାର ବର୍ଷ ଏକ ଉପଲବ୍ଧି ଅନେକ…