ଆଜିର ଖବର କର୍କଟ ରୋଗର ନିରାକରଣ ସଚେତନତା ସଭା ଅନୁଷ୍ଠିତ ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବ୍ରହ୍ମପୁର ସରକାରୀ ଆଇଟିଆଇ ଶିକ୍ଷାନୁଷ୍ଠାନ ପରିସରରେ କର୍କଟ ରୋଗର କାରଣ ଓ ନିରାକରଣ ବିଷୟରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।…