ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ

ରେଢ଼ାଖୋଲ (କନ୍ଦର୍ପ ବେହେରା): ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ବ୍ଲକ ସାତସମା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ବିଦ୍ୟାଳୟର ପ୍ରଧାନଶିକ୍ଷୟତ୍ରୀ ରିତାଞ୍ଜଳୀ ଶତପଥୀଙ୍କ ସଭାପତିତ୍ୱରେ ସ୍ୱଚ୍ଛତା ପକ୍ଷ ପାଳିତ ହୋଇଯାଇଛି।…