ଜାତୀୟ ଖବର ସିବିଆଇ ପଞ୍ଜାରେ ଖବରକାଗଜ ମାଲିକ, ସରକାରୀ ବିଜ୍ଞାପନ ହାତେଇବାରେ କରୁଥିଲେ ଠକେଇ ନୂଆଦିଲ୍ଲୀ, ବିଜ୍ଞାପନ ନାମରେ ହୋଇଛି ଏକ ବଡ ଠକେଇ। ଖବରକାଗଜ ପ୍ରକାଶ କରୁଥିବା କହି କେତେକ ଖବରକାଗଜ ମାଲିକ ଦୀର୍ଘ ବର୍ଷ ଧରି ଠକେଇ କରିଆସୁଥିଲେ। ଯାହାକୁ…