ସରକାରୀ ମେଡିକାଲ

ଭୁବନେଶ୍ବର: ସରକାରୀ ମେଡିକାଲର ହାଉସ ସର୍ଜନଙ୍କ ଷ୍ଟାଇପେଣ୍ଡ ବୃଦ୍ଧି ହୋଇଛି। ରାଜ୍ୟ ସରକାର ହାଉସ ସର୍ଜନଙ୍କ ଷ୍ଟାଇପେଣ୍ଡ ମାସିକ ୨୦ ହଜାରରୁ ୨୮ ହଜାରକୁ ବୃଦ୍ଧି କରିଛନ୍ତି।…