ଆଜିର ଖବର ମୟୂରଭଞ୍ଜ ଜିଲ୍ଲାରେ କାର୍ଯ୍ୟକାରୀ ସରକାରୀ ଯୋଜନାର ସମୀକ୍ଷା କଲେ କେନ୍ଦ୍ରମନ୍ତ୍ରୀ ବାରିପଦା: ଦିନିକିଆ ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଥିବା କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ବାରିପଦା ସ୍ଥିତ ଶହୀଦ ସ୍ମୃତି ଭବନରେ ଜିଲ୍ଲା ପ୍ରଶାସନିକ ଅଧିକାରୀଙ୍କ…