ଆଜିର ଖବର ସରଲା ଷ୍ଟେସନ ଠାରେ ପଣ୍ୟବାହୀ ଟ୍ରେନ୍ ପରୀକ୍ଷଣ ଏବଂ ୱାଗନ୍ ରୁଟିନ୍ ମରାମତି ସୁବିଧା ପ୍ରକଳ୍ପ କାର୍ଯ୍ୟକ୍ଷମ ଭୁବନେଶ୍ୱର: ଭିତ୍ତିଭୂମିକୁ ସୁଦୃଢ଼ କରିବା ଏବଂ ପଶ୍ଚିମ ଓ ଦକ୍ଷିଣ ଓଡିଶାରେ ବୃଦ୍ଧି ପାଉଥିବା ଶିଳ୍ପ ଚାହିଦା ପୂରଣ ଦିଗରେ ପୂର୍ବତଟ ରେଳପଥ ସମ୍ବଲପୁର ନିକଟସ୍ଥ ସରଲା…