ଆଜିର ଖବର ଉତ୍କଳ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ଦିବସ: ବାଲୁଗାଁ ମହାବିଦ୍ୟାଳୟର ଛାତ୍ରୀଙ୍କୁ ସ୍ଵର୍ଣ୍ଣ ପଦକ ପ୍ରଦାନ କଲେ କେନ୍ଦ୍ରମନ୍ତ୍ରୀ ସୀତାରାମ ଅଗ୍ରୱାଲ ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନାର ବରିଷ୍ଠ ସ୍ବେଚ୍ଛାସେବୀ ମୋନାଲିସା ରାଉତଙ୍କୁ ଗତକାଲି ଉତ୍କଳ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ଦିବସ ଅବସରରେ…