ଆଜିର ଖବର ଢ଼େଙ୍କାନାଳ ଜିଲ୍ଲା ସରାଙ୍ଗ ସ୍ଥିତ ଜବାହର ନବୋଦୟ ବିଦ୍ୟାଳୟ ପରିଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ ଢ଼େଙ୍କାନାଳ: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ଢ଼େଙ୍କାନାଳ ଜିଲ୍ଲା ସରାଙ୍ଗ ସ୍ଥିତ ଜବାହର ନବୋଦୟ ବିଦ୍ୟାଳୟ ପରିଦର୍ଶନ କରିବା…