ଆଜିର ଖବର ରାଜ୍ୟରେ ଶୀତ ଲହରୀ ଜାରି: ୧୦ ଡିଗ୍ରୀ ତଳେ ୧୦ ଟି ସହର ଭୁବନେଶ୍ୱର: ଦିନକୁ ଦିନ ରାଜ୍ୟରେ ପାରଦ ତଳ ମୁହାଁ ହେବାରେ ଲାଗିଛି। ଯାହା ଫଳରେ ଶୀତ ପରିମାଣ ବଢିବାରେ ଲାଗିଛି। ରାଜ୍ୟରେ ୧୦ ଡିଗ୍ରୀ ତଳେ ୯…