ବିଶେଷ ଖବର କ୍ୟାବିନେଟରେ ୫ଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଶିକ୍ଷା, କୃଷି, ଶ୍ରମିକ, ଓଡ଼ିଆ ଅସ୍ମିତାଙ୍କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟ କ୍ୟାବିନେଟର ଦ୍ୱିତୀୟ ବୈଠକରେ ଅଧ୍ୟକ୍ଷତା କରି ଏଥିରେ ଗ୍ରହଣ କରାଯାଇଥିବା ୫ଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ବିଷୟରେ ଘୋଷଣା କରିଛନ୍ତି।…