ସର୍ବନିମ୍ନ ସହାୟକ ମୁଲ୍ୟ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍‌ କମିଟି (ସିସିଇଏ) ଆଜି ୧୪ଟି ଖରିଫ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ(ଏମଏସପି)କୁ ଅନୁମୋଦନ କରିଛି…