ଆଜିର ଖବର ‘ଓସା’ ପକ୍ଷରୁ ଓଡ଼ିଶା ସର୍ବସାଧାରଣ ପାଠାଗାର ସମ୍ମିଳନୀ ଭୁବନେଶ୍ୱର: ବର୍ତ୍ତମାନ ସମୟରେ ସାରା ପୃଥିବୀରେ ପାଠାଗାରର ପରିଭାଷା ବଦଳିଛି। ଏହା ଆଉ କେବଳ ଗ୍ରନ୍ଥାଗାର ଭାବେ ସୀମିତ ହୋଇ ରହିନାହିଁ। ସେଠାରେ କମ୍ପ୍ୟୁଟର ଓ ଇଣ୍ଟରନେଟ୍…