ଭୁବନେଶ୍ବର: ଗତକାଲି ରାଜ୍ୟରେ ୧୬୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୨୦୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବ ଆଜି ୨୦୮ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୨୬ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୧୧୯ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୮୯ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…
ବାଲେଶ୍ଵର ଜିଲ୍ଲାରୁ- ୧୪
ବରଗଡ ଜିଲ୍ଲାରୁ- ୩
ଭଦ୍ରକ ଜିଲ୍ଲାରୁ- ୨
ବଲାଙ୍ଗୀରି ଜିଲ୍ଲାରୁ- ୮
କଟକ ଜିଲ୍ଲାରୁ- ୨୭
ଦେବଗଡ ଜିଲ୍ଲାରୁ- ୧
ଗଜପତି ଜିଲ୍ଲାରୁ- ୬
ଗଞ୍ଜାମ ଜିଲ୍ଲାରୁ- ୩
ଜଗତସିଂହପୁର ଜିଲ୍ଲାରୁ- ୫
ଯାଜପୁର ଜିଲ୍ଲାରୁ- ୨
କଳାହାଣ୍ଡି ଜିଲ୍ଲାରୁ- ୪
କନ୍ଧମାଳ ଜିଲ୍ଲାରୁ- ୨
କେନ୍ଦ୍ରାପଡା ଜିଲ୍ଲାରୁ- ୬
କେନ୍ଦୁଝର ଜିଲ୍ଲାରୁ- ୨
ଖୋର୍ଦ୍ଧା ଜିଲ୍ଲାରୁ- ୨୬
କୋରାପୁଟ ଜିଲ୍ଲାରୁ- ୧
ମୟୂରଭଞ୍ଜ ଜିଲ୍ଲାରୁ- ୧୦
ନବରଙ୍ଗପୁର ଜିଲ୍ଲାରୁ- ୧
ନୟାଗଡ ଜିଲ୍ଲାରୁ- ୫
ନୂଆପଡା ଜିଲ୍ଲାରୁ- ୬
ପୁରୀ ଜିଲ୍ଲାରୁ- ୧୧
ରାୟଗଡା ଜିଲ୍ଲାରୁ- ୫
ସମ୍ବଲପୁର ଜିଲ୍ଲାରୁ- ୧୫
ସୋନପୁର ଜିଲ୍ଲାରୁ- ୨
ସୁନ୍ଦରଗଡ ଜିଲ୍ଲାରୁ- ୩୫
ଷ୍ଟେଟ ପୁଲରୁ- ୬
ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୩ ହଜାର ୭୦୭ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୩ ହଜାର ୩୫ ଏବଂ ବର୍ତ୍ତମାନ ୧୪୨୭ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।