ଆଜିର ଖବର କବିସୂର୍ଯ୍ୟନଗର ଥାନା ପୋଲିସର ବଡ଼ ସଫଳତା: ସଶସ୍ତ୍ର ଡକାୟତି ଘଟଣାର ପର୍ଦ୍ଦାଫାଶ, ୭ ଗିରଫ କବିସୂର୍ଯ୍ୟନଗର (ଗଞ୍ଜାମ): ଗଞ୍ଜାମ ଜିଲ୍ଲାର କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ଗୋକୁଳପଲ୍ଲୀ ନିକଟସ୍ଥ ଆଇକନ ଫାର୍ମ ହାଉସରେ ଘଟିଥିବା ଏକ ସଶସ୍ତ୍ର ଡକାୟତି ଘଟଣାର ମାତ୍ର ୨୪ ଘଣ୍ଟା…