ଜାତୀୟ ଖବର ଜନ୍ମ ବାର୍ଷିକୀରେ ସହିଦ ଭଗତ ସିଂଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ ମୋଦୀ ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭଗତ ସିଂଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହି ସମୟରେ ସେ କହିଛନ୍ତି ଯେ, ଶହୀଦ ଭଗତ…