ଆଜିର ଖବର ଉତ୍ତରପ୍ରଦେଶ ନିର୍ବାଚନ ଲାଗି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ପ୍ରଭାରୀ ଦାୟିତ୍ବ, ପାଞ୍ଚଜଣ ସହ-ପ୍ରଭାରୀ ନୂଆଦିଲ୍ଲୀ: ବିଧାନସଭା ନିର୍ବାଚନ ପାଇଁ ପ୍ରଭାରୀଙ୍କ ନାମ ବିଜେପି ଘୋଷଣା କରିଛି। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ନିର୍ବାଚନ ପ୍ରଭାରୀ ଦାୟିତ୍ୱ ଦିଆଯାଇଛି। ଅନୁରାଗ ଠାକୁର,…