ଆଜିର ଖବର ପୁରୀ ଜିଲ୍ଲା ସ୍କୁଲରେ ଆୟୋଜିତ ସାଂସଦ ଖେଳ ମହୋତ୍ସବର ଶୁଭାରମ୍ଭ କଲେ ସାଂସଦ ସମ୍ବିତ ପାତ୍ର ପୁରୀପୁରୀ ଜିଲ୍ଲା ସ୍କୁଲରେ ଆୟୋଜିତ ସାଂସଦ ଖେଳ ମହୋତ୍ସବର ଶୁଭାରମ୍ଭ କରିଛନ୍ତି ପୁରୀ ସାଂସଦ ସମ୍ବିତ ପାତ୍ର। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରେରଣାରୁ ଆରମ୍ଭ ହୋଇଥିବା ଏହି…