ଜାତୀୟ ଖବର କେନ୍ଦୁଝରରେ ୭୯୨୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ହେବ ଇସ୍ପାତ କାରଖାନା, ଜିଲ୍ଲାବାସୀଙ୍କ ସ୍ବାଗତ ଭୁବନେଶ୍ବର, କେନ୍ଦୁଝରରେ ୭୯୨୦ କୋଟି ଟଙ୍କା ବ୍ୟୟରେ ରୁଙ୍ଗଟା ମାଇନ୍ସ ଲିମିଟେଡ ପକ୍ଷରୁ ତିନି ମିଲିୟନ ଟନ ଉତ୍ପାଦନ କ୍ଷମତା ବିଶିଷ୍ଟ ସମନ୍ଵିତ ଇସ୍ପାତ ପ୍ରକଳ୍ପକୁ ଉଚ୍ଚ…