ରାଜ୍ୟ ଖବର ସାଂସଦଙ୍କ ନିଲମ୍ବନ ପ୍ରତିବାଦରେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ସ୍ମାରକ ପତ୍ର ପ୍ରଦାନ କଲା କଂଗ୍ରେସ ଭୁବନେଶ୍ୱର: ଆଜି ଭୁବନେଶ୍ୱର ଜିଲ୍ଳା କଂଗ୍ରେସ ସଭାପତି ଶ୍ରୀ ବିଶ୍ୱଜିତ ଦାଶଙ୍କ ନେତୃତ୍ୱରେ ଶତାଧିକ କଂଗ୍ରେସ ନେତୃବୃନ୍ଦ, କର୍ମୀ ଏବଂ ଶୁଭେଚ୍ଛୁ କେନ୍ଦ୍ର ବିଜେପି ସରକାରର ଇଣ୍ଡିଆମେଂଟର…