ଆଜିର ଖବର ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ସାଇକେଲ ଶୋଭାଯାତ୍ରା: ସହର ବୁଲି ବାଣ୍ଟିଲେ ସ୍ୱଚ୍ଛତାର ବାର୍ତ୍ତା ଗଞ୍ଜାମ: ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ପବିତ୍ର ଜୟନ୍ତୀ ଅବସରରେ ଦିଗପହଣ୍ଡି ଏନ୍ଏସି ପକ୍ଷରୁ ବ୍ୟାପକ ସ୍ୱଚ୍ଛତା କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି। ଗାନ୍ଧିଜୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ…