ଆଜିର ଖବର ପୋଲସରା ଗୁଳିକାଣ୍ଡ ଘଟଣା: ଅଭିଯୁକ୍ତ ଗିରଫ, ସାଇଣ୍ଟିଫିକ୍ ଟିମ୍ ର ତଦନ୍ତ ଆରମ୍ଭ କୈଳାଶ ଚନ୍ଦ୍ର ଚୌଧୁରୀ ବ୍ରହ୍ମପୁର: ଗତ ବୁଧବାର ଦିନ ପୋଲସରା ବ୍ଳକ ଅଫିସ ଛକ ଗୁଳିକାଣ୍ଡ ଘଟଣାର ମୁଖ୍ୟ ଅଭିଯୁକ୍ତ ପ୍ରଶାନ୍ତ ବେହେରାଙ୍କୁ ପୋଲିସ ଗିରଫ କରିଛି।…