ଆଜିର ଖବର ବାଣପୁର: ସନ୍ଦେହ ଜନକ ଅବସ୍ଥାରେ ମହିଳାଙ୍କ ମୃତଦେହ ଉଦ୍ଧାର, ଘଟଣାସ୍ଥଳରେ ସାଇଣ୍ଟିଫିକ ଟିମ୍ ବାଣପୁର (ସୀତାରାମ ଅଗ୍ରୱାଲ): ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ପଲଟନ ପଡିଆ ସ୍ଥିତ ବଡହନ୍ତୁଆଡ଼ ମୁସଲିମ ସାହିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ହାୱା ବିବି…