ଆଜିର ଖବର ସଡ଼କ ଦୁର୍ଘଟଣାରେ ମୃତ୍ୟୁ ବରଣ କଲେ ଟାଟା ଗ୍ରୁପ୍ର ପୂର୍ବତନ ଚେୟାରମ୍ୟାନ୍ ସାଇରସ୍ ମିସ୍ତ୍ରୀ ମୁମ୍ବାଇ: ମୁମ୍ବାଇର ପାଲଘରରେ ଏକ ସଡ଼କ ଦୁର୍ଘଟଣାରେ ଟାଟା ଗ୍ରୁପ୍ର ପୂର୍ବତନ ଅଧ୍ୟକ୍ଷ ସାଇରସ୍ ମିସ୍ତ୍ରୀଙ୍କ ଦେହାନ୍ତ ହୋଇଛି। ଏହି ଦୁର୍ଘଟଣାରେ ତାଙ୍କ ମୃତ୍ୟୁକୁ ପାଲଘର ଏସପି…