ଆଜିର ଖବର ସାହିତ୍ୟିକ ସାତକଡି ହୋତାଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନ ସହ ହେବ, ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଭୁବନେଶ୍ବର: ବିଶିଷ୍ଠ ସାହିତ୍ୟିକ ସାତକଡ଼ି ହୋତାଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନ ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏଥିସହିତ ମୁଖ୍ୟମନ୍ତ୍ରୀ ତାଙ୍କ ବିୟୋଗରେ ଶୋକ ପ୍ରକାଶ…