ସଂସ୍କୃତି ନୌବାଣିଜ୍ୟର ସ୍ମାରକୀ ‘ସାତଭାୟା’ ଓ ‘ତଅପୋଇ’ କାହାଣୀ ଖ୍ରୀଷ୍ଟୀୟ ପ୍ରଥମ ଶତାବ୍ଦୀର ବହୁ ପୂର୍ବରୁ ଉତ୍କଳୀୟମାନେ ଜଳଯାତ୍ରାରେ ନିପୁଣ ଥିଲେ। ପୁରାତନ କାଳରେ ଉପକୂଳରେ ଗଢ଼ି ଉଠିଥିବା ନୌଘାଟି ଓ ବନ୍ଦର ମଧ୍ୟରୁ ଧାମରା, ଚାନ୍ଦବାଲି,…