ବିଶେଷ ଖବର ପ୍ରଶାସନିକ ସ୍ତରରେ ଅଦଳବଦଳ: ୭ ଅଧିକାରୀଙ୍କ ବଦଳି, ନବରଙ୍ଗପୁର ଓ ନୂଆପଡ଼ାକୁ ମିଳିଲେ ନୂଆ ଜିଲ୍ଲାପାଳ ଭୁବନେଶ୍ବର: ରାଜ୍ୟ ପ୍ରଶାସନିକ କାର୍ଯ୍ୟକୁ ଆହୁରି ସୁସଂଗଠିତ, କ୍ରିୟାଶୀଳ ଏବଂ ଗତିଶୀଳ କରିବା ପାଇଁ ଓଡ଼ିଶା ସରକାର ପ୍ରଶାସନିକ ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି।…