ସାନ୍ତାଳୀ ଅଭିଧାନ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗତକାଲି ନବୀନ ନିବାସ ଠାରେ ଜନଜାତି ଭାଷା ସଂସ୍କୃତି ପ୍ରତିଷ୍ଠାନ ପକ୍ଷରୁ ପ୍ରକାଶିତ ସାନ୍ତାଳୀ-ଓଡିଆ-ଇଂରାଜୀ ଶଦ୍ଦକୋଷକୁ ଲୋକାର୍ପଣ କରିଛନ୍ତି। ଏଥିସହିତ…