ଆଜିର ଖବର ବରିଷ୍ଠ ବିଜେପି ନେତା ସଜ୍ଜନ ଶର୍ମାଙ୍କ ମାତା ସାବିତ୍ରୀ ଦେବୀଙ୍କ ବିୟୋଗ, ରାଜ୍ୟ ବିଜେପିର ଶୋକ ଭୁବନେଶ୍ୱର: ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ସଜ୍ଜନ ଶର୍ମାଙ୍କ ମାତା ଶ୍ରୀମତୀ ସାବିତ୍ରୀ ଦେବୀଙ୍କ କଟକ ସ୍ଥିତ ବାସଭବନରେ ଆଜି ପ୍ରାତଃ ବ୍ରହ୍ମ ମୁହୂର୍ତରେ ଦେହାନ୍ତ…