ଆଜିର ଖବର ସାଂସ୍କୃତିକ, ବୌଦ୍ଧିକ ଓ ସାମାଜିକ କାର୍ଯ୍ୟକ୍ରମ ମାଧ୍ୟମରେ ଜି-୨୦ ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ପ୍ରୟାସ ଭୁବନେଶ୍ୱର: ଭୁବନେଶ୍ୱରରେ ଆୟୋଜିତ ହେବାକୁ ଥିବା ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ତୃତୀୟ ବୈଠକ ପୂର୍ବରୁ ରାଜ୍ୟର ବିଭିନ୍ନ ଶିକ୍ଷାନୁଷ୍ଠାନ ପକ୍ଷରୁ ଜନଭାଗିଦାରୀ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ବିଭିନ୍ନ…