ଆଜିର ଖବର ପ୍ରେମ, ବିବାହ ଓ ବିଚ୍ଛେଦକୁ ନେଇ କଞ୍ଚାଲଙ୍କାରେ ଆସୁଛି ‘ହାର୍ଟ ଲେସ୍’ ଭୁବନେଶ୍ୱର: ବିବାହ ଏକ ସାମାଜିକ ପରମ୍ପରା। ପତି ପତ୍ନୀ ଉଭୟ ଏହାକୁ ନିଭାଇବାକୁ ଶପଥ ନିଅନ୍ତି। କିନ୍ତୁ ସତରେ କଣ ସ୍ୱାମୀ ସ୍ତ୍ରୀ ଏହି ଶପଥ ପାଳନ…